ଇଡି ଘେରରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସହଯୋଗୀ । ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମିଡିଆ ପରାମର୍ଶଦାତା ଅଭିଷେକ ପ୍ରସାଦଙ୍କ ରାଞ୍ଚି ସ୍ଥିତ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢାଉ । ମନି ଲଣ୍ଡ୍ରିଂ ମାମଲାରେ ଏହି ଚଢ଼ାଉ ଚାଲିଛି । ଅଭିଷେକ ପ୍ରସାଦଙ୍କ ଘର ସମେତ 12ଟି ଭିନ୍ନ ଭିନ୍ନ ଠିକଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ବରଗଡ ପୋଲିସକୁ ବଡ ସଫଳତା..
- June 3, 2025