ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ । ଜୁନ ୧ ତାରିଖ ଯାଏଁ ତାଙ୍କୁ ଜାମିନ ମିଳିଛି । ଗତ ମାର୍ଚ୍ଚ ୨୧ ରେ ଇଡି ଦ୍ୱାରା ଗିରଫ ହୋଇଥିବା ଅରିବିନ୍ଦଙ୍କୁ ଜୁନ୍ ୨ ତାରିଖରେ ଆତ୍ମସମର୍ପଣ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

You can share this post!
author