ଆଜିଠାରୁ ଆରମ୍ଭ ହୋଇଯାଇଛି କଂଗ୍ରେସର ତୁଳସୀ ଯାତ୍ରା । ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ସହ ରତ୍ନଭଣ୍ଡାର ଖୋଲିବା ପାଇଁ ଦାବି ଜଣାଇ ଆଜିଠାରୁ କଂଗ୍ରେସ ଏହି ଯାତ୍ରା ଆରମ୍ଭ କରୁଛି । ଏହା ପୂର୍ବରୁ ରାଜ୍ୟର ସବୁ ଜଗନ୍ନାଥ ମନ୍ଦିର ଆଗରେ ସଙ୍କୀର୍ତ୍ତନ କରି ଏହି ଦାବି ଜଣାଇଥିଲେ ବି ଏହାକୁ ଗୁରୁତ୍ୱ ଦେଇନଥିଲେ ରାଜ୍ୟ ସରକାର । କିନ୍ତୁ ଓଡିଆଙ୍କ ହିତ ତଥା କଥା ଚିନ୍ତା କରି ସେମାନଙ୍କ ଭାବାବେଗକୁ ସମ୍ମାନ ଜଣାଇ ସେମାନଙ୍କ ପାଇଁ ଅଣ୍ଟା ଭିଡିଛି କଂଗ୍ରେସ ।

You can share this post!
author
Related Articles
ବିଶ୍ୱ ପରିବେଶ ଦିବସ ପାଳନ …
- June 5, 2025
ତେଜୁଛି ନିମାପଡା ରାଜନୀତି…
- June 5, 2025