ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା

ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା

ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା । ଫେବୃଆରୀ ୮ ତାରିଖରେ ମହିଳାଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏବଂ ଏହାର ଶୁଭାରମ୍ଭ ଯାଜପୁର ମାଟିରୁ ହେବ । ତେବେ ଚତୁର୍ଥ ପର୍ଯ୍ୟାୟରେ ୧୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ ବୋଲି ଜଣାପଡିଛି । ତେବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସୂଚନା ଅନୁସାରେ, ଯେଉଁ ହିତାଧୀକାରୀଙ୍କ ବ୍ୟାଙ୍କ ଏନପିସିଆଇ କ୍ଲିଅର ହୋଇଯାଇଥିବ ସେମାନଙ୍କୁ ଏହି ପର୍ଯ୍ୟାୟରେ ଟଙ୍କା ମିଳିବ । ତେବେ ଏହି ପଯ୍ୟାୟରେ ସୁଭଦ୍ରା ହିତାଧୀକାରୀଙ୍କ ସଂଖ୍ୟା ୧ କୋଟି ଟପିପାରେ ବୋଲି ସୂଚନା ମିଳିଛି ।

author

Related Articles

Leave a Reply

Your email address will not be published. Required fields are marked *