ରାଜ୍ୟରେ ଜାରି ରହିଥିଲା ଲଘୁଚାପ ବର୍ଷା । ଆଗାମୀ 5 ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ଏ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଆଗାମୀ 12 ଘଣ୍ଟାରେ କାଁ ଭାଁ କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ । କିନ୍ତୁ ଆଜି ରାଜ୍ୟରେ ବର୍ଷାର ପରିମାଣ କମିବା ସହିତ ଖରାର ପ୍ରକୋପ ବଢିଛି । ଆସନ୍ତା 11 ତାରିଖରୁ ପୁଣି ବର୍ଷାର ପରିମାଣ ବଢିପାରେ ବୋଲି ଆକଳନ କରାଯାଉଛି । ଆଜି ସନ୍ଧ୍ୟା ସୁଦ୍ଧା ଦକ୍ଷିଣ ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷାର ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

You can share this post!
author
Related Articles
ନିର୍ବାଚନ ସ୍ଥଗିତ ଖପ୍ପା ନବୀନ
- June 1, 2025
ନବୀନଙ୍କୁ ଚିଠି ଲେଖିଲେ…
- June 1, 2025