ଇଡିରେ ହାଜର ହେଲେ ବିଧାୟକ

ଇଡିରେ ହାଜର ହେଲେ ବିଧାୟକ

ଜମି ଦୁର୍ନୀତି ମାମାଲାରେ ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ବିଧାୟକ ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ଇଡିରେ ହାଜର ହେବା ପାଇଁ ନୋଟିସ ହୋଇଥିଲା । ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ଜେରା ପାଇଁ ଇଡିରେ ହାଜର ହୋଇଛନ୍ତି ।ଏହାକୁ ନେଇ ସେ ଆଜି ଇଡିରେ ହାଜର ହୋଇଛନ୍ତି । ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ପୂର୍ବରୁ ରେଡ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ । ଭୁବନେଶ୍ୱର, ଭଦ୍ରକର ଏକାଧିକ ସ୍ଥାନରେ ରେଡ୍ କରିଥିଲା ଇଡି । ଏହି ସମୟରେ ଗୋଟିଏ କାର ସହ ୯ଲକ୍ଷ ଟଙ୍କା ଜବତ କରିଥିଲା ଇଡି ।

author

Related Articles

Leave a Reply

Your email address will not be published. Required fields are marked *