କାନାଡାରେ ଖଲିସ୍ତାନୀ ନେତାଙ୍କ ହତ୍ୟାକୁ ନେଇ ଦୁଇ ଦେଶ ମଧ୍ୟରେ ବିବାଦ ଦେଖାଦେଇଥିଲା । ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନିଜ୍ଜରଙ୍କ ହତ୍ୟା ପଛରେ ଭାରତର ହାତ ଥିବା ଭଳି ସଙ୍ଗୀନ ଅଭିଯୋଗ ଆଣିଛି କାନାଡା । କାନାଡାର ଏପରି ମନମାନୀର କଡା ଜବାବ୍ ଦେଇଛନ୍ତି ଭାରତ ସରକାର । ଭାରତରେ ଅବସ୍ଥାପିତ କାନାଡାର ହାଇ କମିଶନରଙ୍କୁ ଭାରତ ଛାଡିବାକୁ ନିର୍ଦ୍ଦେଶ ଦେଇଛି ସରକାର । ଏଥିପାଇଁ ତାଙ୍କୁ ଦିଆଯାଇଛି ମାତ୍ର ୫ ଦିନର ସମୟ । ଭାରତୀୟ ଶୀର୍ଷ କୂଟନୈତୀଜ୍ଞଙ୍କୁ କାନାଡାରୁ ବହିଷ୍କାର କରାଯିବା ପରେ ଭାରତ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ଚୁଟିରେ ଲଗାନ୍ତୁ ଏହି ୫ଟି ତେଲ…
- June 2, 2025