ଜାନୁଆରୀ ୫ରୁ ବନ୍ଦ ରହିବ ଭିତରକନିକା । ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଆସନ୍ତାକାଲିଠାରୁ ୧୩ ତାରିଖ ଯାଏଁ ୯ ଦିନ ଧରି ବନ୍ଦ ରହିବ । ଗଣନା ପାଇଁ ସ୍ଥାୟୀ ଓ ଅସ୍ଥାୟୀ କର୍ମଚାରୀଙ୍କୁ ନିୟୋଜିତ କରାଯିବ । ୫ ଟି ରେଞ୍ଜରେ ଗଣନା ଚାଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ । କୁମ୍ଭୀର ଗଣନାରେ ବନବିଭାଗ ଟିମ୍ ଓ ବିଶେଷଜ୍ଞ ଦଳ ସାମିଲ ରହିବେ ।

You can share this post!
author