ଗଡିବ ଅମୃତଭାରତ ଟ୍ରେନ । ଆଜି ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଏହି ଟ୍ରେନ୍ ପୂର୍ବତଟ ରେଳପଥ ଦେଇ ଚାଲିବ ଓ ଏଥିରେ ଓଡ଼ିଶା ରହିଛି । ଅମୃତ ଭାରତ ଏକ୍ସପ୍ରେସ୍ ଦେଶର ଏକ ନୂତନ ଧରଣର ସୁପରଫାଷ୍ଟ ଯାତ୍ରୀବାହୀ ଟ୍ରେନ୍ । ଏଥିରେ ରେଳ ଯାତ୍ରୀଙ୍କ ପାଇଁ ସୁନ୍ଦର ଆକର୍ଷଣୀୟ ଡିଜାଇନ୍ ସିଟ୍, ଉନ୍ନତମାନର ଲଗେଜ ୟାର୍କ, ଏଲ୍ଇଡି ଲାଇଟ୍, ସିସିସିଟି ଭଳି ସୁବିଧା ରହିବ । ଅଯୋଧ୍ୟା ଧାନ ରେଳ ଷ୍ଟେସନରୁ ଭିଡିଓ କନଫରେନ୍ସିଂ ଜରିଆରେ ମାଲଦା ଟାଉନ-ବେଙ୍ଗାଳୁରୁ ଅମୃତ ଭାରତ ଟ୍ରେନର ଶୁଭାରମ୍ଭ କରିବେ ।ଓଡ଼ିଶାରେ ଜଳେଶ୍ୱର, ବାଲେଶ୍ୱର, ସୋର, ଭଦ୍ରକ, କଟକ, ଭୁବନେଶ୍ୱର, ଖୋର୍ଦ୍ଧାରୋଡ୍ ଓ ବ୍ରହ୍ମପୁରରେ ଏହି ଟ୍ରେନ୍ ରହିବ ।

You can share this post!
author
Related Articles
ବିବାଦର ପାଚେରୀ ଭିତରେ ମନମୋହନ ସାମଲ !
- June 6, 2025
ପ୍ରଭାତୀଙ୍କ ଗୁମର ଖୋଲିଲେ ସମୀର…
- June 6, 2025
ନିମାପଡାରେ ନବୀନଙ୍କୁ ଟେକିଲେ ସମୀର …
- June 6, 2025