ଗଡିବ ଡବଲ ଡେକର ବସ୍…

ଗଡିବ ଡବଲ ଡେକର ବସ୍…

ଆସନ୍ତା ୬ ତାରିଖରେ ଡବଲ ଡେକର ବସର ହେବ ଲୋକାର୍ପଣ । ରାସ୍ତା କାମ, ସଫେଇ ଓ ସାଜସଜ୍ଜା କାମ ନେଇଥିବା ଅଧିକାରୀ ଓ ଏହି ଦାୟିତ୍ବରେ ଥିବା ବିଭାଗୀୟ ସରକାରୀ ଅଧିକାରୀଙ୍କ ସହ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବିଭିନ୍ନ ସ୍ଥାନ ବୁଲି ଦେଖିଛନ୍ତି । ତୁରନ୍ତ ହମ୍ପସ, ଖାଲ ସ୍ଥାନ, ଅସଜଡା ଜାଗା କୁ ସଜାଡ଼ିବା ଉପରେ ବିଭାଗୀୟ ଯନ୍ତ୍ରୀଙ୍କୁ ଦେଲେ ନିର୍ଦ୍ଦେଶ । ସହରକୁ ସଫା ସହିତ ଏୟାରପୋର୍ଟରୁ ପ୍ରଦର୍ଶନୀ ପଡିଆ ସମେତ ନନ୍ଦନକାନନ ଏବଂ ରାଜଧାନୀର କିଛି ଅଞ୍ଚଳ ବୁଲିଲେ ବିଭାଗୀୟ ମନ୍ତ୍ରୀ । ପ୍ରବାସୀ ଖାଇବେ ପାରମ୍ପରିକ ଓଡ଼ିଆ ଖାଦ୍ୟ । ଦେଶୀ ଖାଦ୍ୟର ମଜା ନେବେ ପ୍ରବାସୀ । ୫ଟି ଡବଲ ଡେକର ବସ ଆସି ପହଁଚିବା ପରେ ୬ରୁ ଚାଲିବ ବସ ।

author

Related Articles

Leave a Reply

Your email address will not be published. Required fields are marked *