ଆଜି ଜିଲ୍ଲାପାଳଙ୍କ ଅଫିସ ଘେରାଉ କରିଛି କଂଗ୍ରେସ । ନାରୀ ନିର୍ଯାତନା ପ୍ରସଙ୍ଗରେ ବିକ୍ଷୋଭ କରିଛି । ମହିଳା ନିର୍ଯାତନାକୁ ପ୍ରସଙ୍ଗ କରି ବିଧାନସଭାରେ ଦୁଇ ଦିନ କଂଗ୍ରେସ ହଙ୍ଗାମା କରିବା ପରେ ଶନିବାର ମହିଳା ଦିବସରେ କଳା ପଟି ବାନ୍ଧି ପ୍ରତିବାଦ କରିଥିଲା । ଆଜି ଠୁ ଜିଲ୍ଲାସ୍ତରରେ ଆନ୍ଦୋଳନ କରିଛି କଂଗ୍ରେସ । ସମସ୍ତ ଜିଲ୍ଲା ମୁଖ୍ୟାଳୟ ଘେରାଉ କରିଛନ୍ତି ନେତା ଓ କଂଗ୍ରେସ କର୍ମୀ । ମହିଳାଙ୍କ ବିରୋଧରେ ଅତ୍ୟାଚାର ବଢ଼ିଚାଲିଥିବା ବେଳେ ଏହାକୁ ବିରୋଧ କରିବା ସହ ମହିଳାଙ୍କ ପାଇଁ ନ୍ୟାୟ ମାଗିବାକୁ କଂଗ୍ରେସ ବିକ୍ଷୋଭ କରିଛି ।

You can share this post!
author