ଜୁନ ୮ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି

ଜୁନ ୮ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି

ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାର ସମ୍ଭାଳିବେ ମୋଦି । ଜୁନ୍ ୮ ତାରିଖରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ୮ ତାରିଖ ସନ୍ଧ୍ୟାରେ ମୋଦୀ ଶପଥ ଗ୍ରହଣ କରିବା ନେଇ ସୂଚନା ରହିଛି । ଏହାସହ ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ସମକକ୍ଷ ହେବାକୁ ଯାଉଛନ୍ତି । ଜନାଦେଶ ପରେ ଗଣମାଧ୍ୟମରେ ଏଭଳି ଚର୍ଚ୍ଚା ହେଉଛି ।

author

Related Articles

Leave a Reply

Your email address will not be published. Required fields are marked *