ଝାରସୁଗୁଡା:
ବିଜେଡି ପ୍ରାର୍ଥୀ ଦୀପାଳି ଦାସ ବିଜୟୀ ସୂଚନା । ରେକର୍ଡ ସଂଖ୍ୟକ ଭୋଟରେ ବିଜେଡି ଜିତିଛି । ଦୀପାଳି ଦାସ ୪୮ହଜାର ୨୩୭ ଭୋଟରେ ବିଜୟୀ ହୋଇଛନ୍ତି । ବାପା ନବ ଦାସଙ୍କ ରେକର୍ଡ ଭାଙ୍ଗିଛନ୍ତି । ୨୦୧୯ରେ ନବ ଦାସ ୪୫ ହଜାର ୬୯୯ ଭୋଟ ବ୍ୟବଧାନରେ ଜିତିଥିଲେ ।