ଦିଲ୍ଲୀ ଗସ୍ତରେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ..

 ଦିଲ୍ଲୀ ଗସ୍ତରେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ..

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଡାକରା ପାଇ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ,ଓଡିଶାର ବିକାଶ ପାଇଁ ହୋଇପାରେ ଆଲୋଚନା ।

ଚର୍ଚ୍ଚା ହେଉଛି ବିକଶିତ ଓଡ଼ିଶା ପାଇଁ ମୋଦୀ ଯେଉଁ ରୋଡ ମ୍ୟାପ ପ୍ରସ୍ତୁତ କରିଛନ୍ତି ସେହି ମନ୍ତ୍ର ନେଇ ଫେରିବେ ନୂଆ ସରକାରର ଶୀର୍ଷ ନେତୃତ୍ୱ । ମୋଦୀ ଗ୍ୟାରେଂଟିକୁ କିଭଳି ରାଜ୍ୟରେ ଉପଯୋଗ କରାଯାଇ ପାରିବ ଏବଂ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ହେବ ସେନେଇ ପ୍ରସ୍ତୁତି କରିବ ରାଜ୍ୟ ୟୁନିଟ । ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି । ତେଣୁ ସେଗୁଡିକ କେମିତି କାର୍ଯ୍ୟକାରୀ ହେବ, ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ ।

author

Related Articles

Leave a Reply

Your email address will not be published. Required fields are marked *