ଧାରଣାରେ ଅଙ୍ଗନୱାଡି କର୍ମୀ

ଧାରଣାରେ ଅଙ୍ଗନୱାଡି କର୍ମୀ

ଲୋୟର ପିଏମଜିରେ ଅଙ୍ଗନବାଡି କର୍ମୀଙ୍କ ଗଣଧାରଣା । ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଏକାଠି ହୋଇଛନ୍ତି ହଜାର ହଜାର ଅଙ୍ଗନବାଡି କର୍ମୀ ଓ ସହାୟିକା। ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନଃନିଯୁକ୍ତି । ନିର୍ବାଚନ ପୂର୍ବରୁ ସରକାର ଦେଇଥିବା ପ୍ରତିଶ୍ରୁତି ଲାଗୁ କରିବା ପାଇଁ ଦାବି କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଏହା ସହ ହଟ୍‌ କୁକ ମିଲ୍ ପାଇଁ ମୁଣ୍ଡପିଛା ୭ ଟଙ୍କା ୨୦ ପଇସା ସର୍ବମୋଟ ମିଳୁଥିବା ବେଳେ ଏହାର ବୃଦ୍ଧି ପାଇଁ ଦାବି କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *