ପରୀକ୍ଷାମୂଳକ ଭାବେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା 1 ଟଙ୍କା  

ପରୀକ୍ଷାମୂଳକ ଭାବେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା 1 ଟଙ୍କା  

ସୁଭଦ୍ରା ଯୋଜନାକୁ ନେଇ ବଡ ଖବର । ପରୀକ୍ଷାମୂଳକ ଭାବେ ହିତାଧୀକାରୀଙ୍କ ଆକାଉଣ୍ଟକୁ ଗଲା 1 ଟଙ୍କା । ପ୍ରାଥମିକ ଭାବେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଟଙ୍କା ଆକାଉଣ୍ଟକୁ ଯିବ । ଶେଷ ଯୋଗ୍ୟ ହିତାଧିକାରୀଙ୍କ ପର୍ଯ୍ୟନ୍ତ ଯୋଜନା ନ ପହଞ୍ଚିବା ଯାଏଁ ଚାଲୁ ରହିବ ରେଜିଷ୍ଟ୍ରେସନ । ତେଣୁ 17 ତାରିଖକୁ ନେଇ ଭୟଭୀତ ନହେବା ପାଇଁ କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ ହୋଇଥିବା ଆକାଉଣ୍ଟକୁ ପ୍ରଥମ କିସ୍ତି ଯିବ । ଏବେ ଯାଏଁ ୬୦ ଲକ୍ଷ ମହିଳା ପଞ୍ଜିକରଣ କରିସାରିଲେଣି । ୧ କୋଟିରୁ ଉର୍ଦ୍ଧ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *