ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ପାସ୍ ପାର ୯୬.୦୭ ପ୍ରତିଶତ ରହିଛି। ଝିଅଙ୍କ ପାସ୍ ହାର ସର୍ବାଧିକ ରହିଛି । ଝିଅଙ୍କ ପାସ୍ ହାର ୯୬.୭୩ ପ୍ରତିଶତ ରହିଥିବାବେଳେ ଓ ପୁଅଙ୍କ ପାସ୍ ହାର ୯୫.୩୯ ପ୍ରତିଶତ ରହିଛି । ଦିନ ୧୧ଟା ୩୦ରେ ୱେସାଇଟରେ ରେଜଲ୍ଟ ଉପଲବ୍ଧ ହୋଇଛି । www.bseodisha.ac.inରେ ଛାତ୍ରଛାତ୍ରୀ ମାନେ ନିଜର ପରୀକ୍ଷାଫଳ ଦେଖିପାରିବେ । ଇଣ୍ଟରନେଟ୍ ସୁବିଧା ନଥିଲେ ଏସଏମଏସ୍ କରି ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ । ଏଥିପାଇଁ ହ୍ୱାଟ୍ସଆପରେ R10<RollNo> ଲେଖି 5676750ରେ ମେସେଜ୍ କଲେ ପାଇପାରିବେ ରେଜଲ୍ଟ । ଏହାପରେ ଅପରାହ୍ନ ୪ଟା ସୁଦ୍ଧା ଛାତ୍ରଛାତ୍ରୀ ପାଇପାରିବେ ଡିଜିଟାଲ ସାର୍ଟିଫିକେଟ୍ । ଏଥିପାଇଁ BSE/Hi ଲେଖି 7710058192 ହ୍ୱାଟ୍ସଆପ କରିପାରିବେ ।

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ଚୁଟିରେ ଲଗାନ୍ତୁ ଏହି ୫ଟି ତେଲ…
- June 2, 2025