ଫେବୃଆରୀ ୧୮ରୁ +୨ ପରୀକ୍ଷା

ଫେବୃଆରୀ ୧୮ରୁ +୨ ପରୀକ୍ଷା

ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ବଡ ଖବର । ପ୍ରକାଶ ପାଇଲା +୨ ପରୀକ୍ଷା ବିଜ୍ଞପ୍ତି । ଆସନ୍ତା ଫେବୃଆରୀ ୧୮ ତାରିଖରୁ ଯୁକ୍ତ ଦୁଇ ଥିଓରି ପରୀକ୍ଷା ଆରମ୍ଭ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ପରୀକ୍ଷା ସୂଚୀ ଜାରି କରାଯାଇଛି । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପିଲାଙ୍କ ବୋର୍ଡ ପରୀକ୍ଷା ଆରମ୍ଭ ହେବ । ଫେବ୍ରୁଆରି ୧୮ ତାରିଖରୁ ବିଜ୍ଞାନ ଛାତ୍ରଙ୍କ ପରୀକ୍ଷା ଆରମ୍ଭ ହେବ । ଫେବ୍ରୁଆରି ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ପରୀକ୍ଷା ଆରମ୍ଭ । ଫେବ୍ରୁଆରି ୧୮ରୁ ମାର୍ଚ୍ଚ ୨୭ ତାରିଖ ଯାଏଁ ଥିଓରୀ ପରୀକ୍ଷା । ଜାନୁଆରି ୨ରୁ ୧୨ତାରିଖ ଯାଏଁ ହେବ ପ୍ରାକ୍ଟିକାଲ ପରୀକ୍ଷା ।

author

Related Articles

Leave a Reply

Your email address will not be published. Required fields are marked *