ଆଜି ହେଉଛି ବଡଦିନ । ବଡଡିନରେ ସକାଳୁ ସକାଳୁ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ବଡ ଦାଣ୍ଡରେ ହୋଇଛି ବଡ ଭିଡ । ବଡଦିନରେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ବଡଦାଣ୍ଡରେ ଭକ୍ତଙ୍କର ସମାଗମ ହୋଇଛି । ହଜାର ହଜାର ସଂଖ୍ୟାରେ ଭକ୍ତ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି । ଲମ୍ବା ଲାଇନରେ ଯାଇ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଉଛନ୍ତି । ଏହା ସହ ଆଗକୁ ନୂଆ ବର୍ଷ ଆସୁଛି । ନୂଆବର୍ଷ ଯେତିକି ପାଖଉଛି, ପର୍ଯ୍ୟଟକଙ୍କ ଭିଡ଼ ସେତିକି ବଢିଚାଲିଛି । ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।
You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ଚୁଟିରେ ଲଗାନ୍ତୁ ଏହି ୫ଟି ତେଲ…
- June 2, 2025