ପୁଣି ମହଙ୍ଗା ମାଡ଼। ବଢ଼ିଲା ଗ୍ୟାସ୍ ସିଲିଣ୍ଡର ଦର। ଅକ୍ଟୋବର ୧ ତାରିଖରେ ଅଏଲ ମାର୍କେଟିଂ କମ୍ପାନୀ ଗ୍ୟାସ୍ ଦରରେ ପରିବର୍ତ୍ତନ କରିଛି। ୧୯ କିଲୋଗ୍ରାମ ଗ୍ୟାସ୍ ଯୁକ୍ତ କମର୍ସିଆଲା ଏଲପିଜି ସିଲିଣ୍ଡରର ଦାମ୍ ବୃଦ୍ଧି ପାଇଛି। ସିଲିଣ୍ଡର ପିଛା ୪୮.୫୦ରୁ ୫୦ ଟଙ୍କା ଯାଏଁ ବଢ଼ିଛି ।

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ଚୁଟିରେ ଲଗାନ୍ତୁ ଏହି ୫ଟି ତେଲ…
- June 2, 2025