
ସାମ୍ବାଦିକାଙ୍କ ଉପରକୁ କୁକର ଛାଡ଼ିବା ପଡ଼ିଲା ମହଙ୍ଗା ।ଗିରଫ ହୋଇପାରନ୍ତି ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ । ତାଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ମାମଲା ରୁଜୁ ସହ ଏବେ ତାଙ୍କୁ ଗିରଫ କରାଯିବାର ସମ୍ଭାବନା ବଢ଼ିଛି ।ତେବେ ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ କ୍ବାଟର୍ସରେ ହୋଇଥିବା ନିର୍ମାଣ ସମ୍ପର୍କିତ ରିପୋଟିଂ କରିବା ସମୟରେ ରଘୁନନ୍ଦନ ଜଣେ ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଥିବା ନେଇ ଥାନାରେ ଅଭିଯୋଗ ହୋଇଛି ।