ଶନିବାର ଶଙ୍ଖ ଭବନ ଠାରେ ଆୟୋଜିତ ହୋଇଥିଲା ବିଜେଡିର ମିଶ୍ରଣ ପର୍ବ । ଏହି ମିଶ୍ରଣ ପର୍ବରେ କେନ୍ଦୁଝର ଜିଲ୍ଲାର ପାଟଣା ନିର୍ବାଚନ ମଣ୍ଡଳୀର 2014 ଏବଂ 2019ରେ ବିଜେପି ବିଧାୟକ ପ୍ରାର୍ଥୀ ଭବାନୀ ଶଙ୍କର ନାୟକ ବିଜେଡିରେ ଯୋଗ ଦେଇଛନ୍ତି । ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ତାଙ୍କୁ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଛନ୍ତି । ଏହା ସହିତ ସେ କହିଛନ୍ତି ପାଟଣା ନିର୍ବାଚନ ମଣ୍ଡଳୀରେ ବିଜେଡିର ଦଳୀୟ ସଂଗଠନ ଆହୁରି ମଜଭୁତ ହେବ ।

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ବରଗଡ ପୋଲିସକୁ ବଡ ସଫଳତା..
- June 3, 2025