ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜୟ ଅମୃତ କୁଲାଙ୍ଗେଙ୍କୁ ନୂଆ ଦାୟିତ୍ୱ ମିଳିଛି । ଓମଫେଡର ପରିଚାଳନା ନିର୍ଦ୍ଦେଶକ ହେଲେ ବିଜୟ ଅମୃତ କୁଲାଙ୍ଗେ । ପୂର୍ବରୁ ସେ ବିଏମସି କମିଶନର ଦାୟିତ୍ୱରେ ଥିଲେ । କିଛି ଦିନ ତଳେ ତାଙ୍କୁ ହଠାତ୍ ପଦରୁ ହଟାଇ ଏକ ମାସ ଛୁଟି ଦିଆଯାଇଥିଲା । ଆଉ ଛୁଟି ସରିବା ପରେ ଏବେ ସରକାର ତାଙ୍କୁ ନୂଆ ନିଯୁକ୍ତି ଦେଇଛନ୍ତି ।ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ତାଙ୍କର ନୂଆ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ଚୁଟିରେ ଲଗାନ୍ତୁ ଏହି ୫ଟି ତେଲ…
- June 2, 2025