ସୁଭଦ୍ରା ଯୋଜନାକୁ ନେଇ ଆସିଲା ନୂଆ ଅପଡେଟ୍ । ଆସନ୍ତା ମାର୍ଚ୍ଚ ମାସରେ ମିଳିବ ସୁଭଦ୍ରା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ କିସ୍ତି । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏକାସଙ୍ଗେ କୋଟିଏ ମହିଳାଙ୍କୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ । ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୮୦ ଲକ୍ଷ ହିତାଧିକାରୀଙ୍କୁ କିସ୍ତି ଟଙ୍କା ପ୍ରଦାନ କରାଯାଇଛି । ଜାନୁଆରୀ ଶେଷ ସୁଦ୍ଧା ୧ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ମାର୍ଚ୍ଚରେ ଏକସଙ୍ଗେ କୋଟିଏ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ।

You can share this post!
author