ମାର୍ଚ୍ଚ ୧ ତାରିଖରେ ନବୀନ ନିବାସ ଘେରାଉ କରିବ ଯୁବ କଂଗ୍ରେସ। କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମିଳନୀରେ ‘ନବୀନ ହଟାଓ ଓଡ଼ିଶା ବଞ୍ଚାଓ’ ଲୋଗ ଉନ୍ମୋଚନ କରି ଏହି ସୂଚନା ଦେଇଛନ୍ତି ଯୁବ କଂଗ୍ରେସ ସଭାପତି ରଂଜିତ ପାତ୍ର। ଦୀର୍ଘ ୨୪ ବର୍ଷ ମଧ୍ୟରେ ରାଜ୍ୟରେ ଦୁର୍ନୀତି ଓ ଭାଷ୍ଟାଚାର ବଢି ଚାଲିଛି ବୋଲି ସେ ଅଭିଯୋଗ କରିଛନ୍ତି।

You can share this post!
author