ମହିଳା ଦିବସ ଅବସରରେ ମୁକ୍ତିଲାଭ କରିଛି ବହୁ ପ୍ରତିକ୍ଷିତ ଓଡିଆ ଚଳଚ୍ଚିତ୍ର ତ୍ରିକନ୍ୟା । ୩ ଜଣ ମହିଳାଙ୍କ ସଂଘର୍ଷର କାହାଣୀକୁ ନେଇ ଏହି ଫିଲ୍ମଟି ପ୍ରସ୍ତୁତ ହୋଇଛି । ଭିନ୍ନ ଭିନ୍ନ ପରିସ୍ଥିତି ଏବଂ ଭିନ୍ନ ପରିବେଶରୁ ଆସିଥିବା ୩ ଜଣ ମହିଳା କିପରି ବିଭିନ୍ନ ସମସ୍ୟାର ସମାଧାନ କରୁଛନ୍ତି ତାକୁ ନେଇ ଏହି ଫିଲ୍ମଟି ପ୍ରସ୍ତୁତ ହୋଇଛି । ଅମୀୟ ପଟ୍ଟନାୟକ ପ୍ରଡକ୍ସନ ଓ ଟେକ୍ନୋ ଆର୍ଟ୍ସ ବ୍ୟାନରରେ ଫିଲ୍ମଟି ପ୍ରସ୍ତୁତ ହୋଇଥିବା ବେଳେ ଏହାର ନିର୍ଦ୍ଦେଶନା ଦେଇଛନ୍ତି ଅନୁପମ ପଟ୍ଟନାୟକ । ଏଥିରେ ବର୍ଷା ପଟ୍ଟନାୟକ, ମନୋଜ ମିଶ୍ର, ସୁକାନ୍ତ ରଥ, ପାର୍ଥ ସାରଥୀ, ଅମନ, ଶ୍ରଦ୍ଧା ପ୍ରମୁଖ ଅଭିନୟ କରିଛନ୍ତି । ଏହି ଚଳଚ୍ଚିତ୍ରକୁ ଦର୍ଶକ ବେଶ ପସନ୍ଦ କରିବେ ବୋଲି ଫିଲ୍ମର ମେକର୍ସମାନେ ଆଶା ରଖିଛନ୍ତି।

You can share this post!
author
Related Articles
ବିଧାୟକ ପ୍ରତିନିଧିଙ୍କ କଳା କାର୍ନାମା…!
- May 31, 2025
ଲେଖାଶ୍ରୀଙ୍କ ବାଣରେ ଘାଇଲା ପ୍ରଭାତୀ…!
- May 31, 2025
ଫେଲ୍ ମାରିଲା ମୋହନଙ୍କ ପ୍ଲାନ !
- May 31, 2025