ରାଜଧାନୀରେ ମାତିଛନ୍ତି ଲୁଟେରା ଗ୍ୟାଙ୍ଗ । ପୁଣିଥରେ ବଡ ଧରଣର ଲୁଟ କରାଯାଇଛି । ବାଣୀବିହାରର କ୍ୟାମ୍ପସ ଭିତରେ ରହୁଥିବା ମନୋରଞ୍ଜନ ଜେନାଙ୍କ ଘରୁ ଲୁଟ ହୋଇଛି । ସୁନା ଗହଣା,2ଲକ୍ଷ ଟଙ୍କା ଲୁଟେରାମାନେ ଲୁଟି ନେଇଛନ୍ତି । ଲୁଟେରାମାନେ ଘଟଣାସ୍ଥଳରେ ଏକ ଲେଦର ବ୍ୟାଗ୍ ଛାଡିଯାଇଥିବା ଦେଖିବାକୁ ମିଳିଛି । ସେହି ବ୍ୟାଗକୁ ନେଇ ଏବେ ଛାନଭିନ୍ ଆରମ୍ଭ କରିଛି ପୋଲିସ । ସନ୍ଧାନୀ କୁକୁର ପଛେପଛେ ଚାଲିଛି ପୋଲିସ । ଡଗ୍ ସ୍କ୍ୱାର୍ଡକୁ ନେଇ ତଦନ୍ତ ଚାଲିଥିବା ବେଳେ ପୋଲିସକୁ କିଛି ସୁରାକ ମିଳିଥିବା ଜଣାପଡ଼ିଛି ।

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ଚୁଟିରେ ଲଗାନ୍ତୁ ଏହି ୫ଟି ତେଲ…
- June 2, 2025