ନିର୍ବାଚନର ତାରିଖ ଘୋଷଣା ହେବା ପୂର୍ବରୁ ରାଜ୍ୟ କ୍ୟାବିନେଟରେ ଆଜି ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ପୂର୍ବାହ୍ନ 11ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ ଏହି ବୈଠକ ବସିବ । ଚର୍ଚ୍ଚା ହେଉଛି କି ନିର୍ବାଚନର ତାରିଖ ଘୋଷଣା ପୂର୍ବରୁ କ୍ୟାବିନେଟ ବୈଠକରେ କିଛି ବଡ ଘୋଷଣା କରିପାରନ୍ତି ରାଜ୍ୟ ସରକାର । ତେବେ କ୍ୟାବିନେଟର ଏଜେଣ୍ଡା ସମ୍ପର୍କରେ କୌଣସି ସୂଚନା ମିଳିନାହିଁ । ଅନ୍ୟପକ୍ଷରେ ନିର୍ବାଚନ ଆଚରଣ ବିଧି ଲାଗୁ ହେବା ପୂର୍ବରୁ ଏହି ବୈଠକ ବସୁଥିବାରୁ ଏକାଧିକ ବିଭାଗର ପ୍ରସ୍ତାବରେ କ୍ୟାବିନେଟ୍ ମୋହର ମାରିବ ବୋଲି ସୂଚନା ମିଳିଛି ।

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ଚୁଟିରେ ଲଗାନ୍ତୁ ଏହି ୫ଟି ତେଲ…
- June 2, 2025