ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ଆଜି ଦିନ 10ଟା ସମୟରେ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଚକ୍ରଧାରୀ ଶରଣ ସିଂ । ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ଏହି ଶପଥଗ୍ରହଣ ଉତ୍ସବରେ ମୁଖ୍ୟ ଶାସନ ସଚିବଙ୍କ ସମେତ ପୋଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ ।ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ୟ୍ୟ କରୁଥିଲେ ।

You can share this post!
author