ଶିମିଳିପାଳ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ । କଳା ବାଘ ସମ୍ୱର ଶିକାର କରୁଥିବାର ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି । ଭାରତରେ ମୋଟ୍ ୧୦ଟି କଳାବାଘ ରହିଛନ୍ତି । ସମସ୍ତ କଳାବାଘ ଓଡ଼ିଶାର ଶିମିଳିପାଳରେ ରହିଛନ୍ତି । କଳା ବାଘ ଶିକାର କରୁଥିବାର ଭିଡିଓ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି ପିସିସିଏଫ୍ ସୁଶାନ୍ତ ନନ୍ଦ । ପର୍ଯ୍ୟଟକମାନଙ୍କୁ ସଫାରୀ ଭିତରେ କଳାବାଘ ଦେଖିବାର ନିଆରା ସୁଯୋଗ ପାଇବେ ।

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ଚୁଟିରେ ଲଗାନ୍ତୁ ଏହି ୫ଟି ତେଲ…
- June 2, 2025