ଢେଙ୍କାନାଳ ସହର ସ୍ଥାନୀୟ ପୁରୁଣା ଜିଲ୍ଲା ପରିଷଦ ସମିଳନୀ କକ୍ଷ ଠାରେ ସର୍ବଭାରତୀୟ ସମବାୟ ସପ୍ତାହ ଉପଲକ୍ଷେ ଜିଲ୍ଲା ସ୍ତରୀୟ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି
ଏଥିରେ ଢେଙ୍କାନାଳ ସାଂସଦ ମହେଶ ସାହୁ, ବିଧାୟକ ସୁଧୀର କୁମାର ସାମଲ, ଜିଲ୍ଲା ପରିଷଦ ଅଧକ୍ଷା ଅର୍ଚନା ପୁହାଣ ଯୋଗ ଦେଇଥିଲେ. ତାଙ୍କ ସହିତ ଥିଲେ ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ସେଠି.ଢେଙ୍କାନାଳ ଓ ଅନଗୁଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ର ସଭାପତି ସନ୍ତୋଷ କୁମାର ପ୍ରଧାନ ଯୋଗ ଦେଇଥିଲେ
