12ଘଣ୍ଟିଆ ଭଦ୍ରକ ବନ୍ଦ ଡାକରାରେ ଭଦ୍ରକ ବାସୀ । ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନିତୀ ମାମଲାକୁ ନେଇ ଗର୍ଜିଛନ୍ତି ଭଦ୍ରକ ବାସୀ । କଲେଜରୁ ପ୍ରଫୁଲ୍ଲ ସାମଲଙ୍କ ପରିବାରକୁ ବହିଷ୍କାର ଓ ଦୁର୍ନୀତିଗ୍ରସ୍ତ ସୋସାଇଟି ଭଙ୍ଗ ଦାବିରେ ଆଜି ୧୨ ଘଣ୍ଟିଆ ଭଦ୍ରକ ବନ୍ଦ ପାଳନ କରାଯାଉଛି । କଲେଜ କର୍ମଚାରୀ, ସ୍ଥାନୀୟ ବିକାଶ ମଞ୍ଚ ଓ ଭଦ୍ରକ ମଞ୍ଚ ପକ୍ଷରୁ ବନ୍ତ ଛକରେ ବନ୍ଦ ପାଳନ କରାଯାଉଛି । ବନ୍ଦ ପାଳନ ପାଇଁ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି । ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟକୁ ବନ୍ଦ ରଖାଯାଇଛି । ତେବେ ପ୍ରଫୁଲ୍ଲ ସାମଲଙ୍କ କିଛି ସମର୍ଥକ ବନ୍ଦକୁ ଭଣ୍ଡୁର କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି ।

You can share this post!
author
Related Articles
ନିର୍ବାଚନ ସ୍ଥଗିତ ଖପ୍ପା ନବୀନ
- June 1, 2025
ନବୀନଙ୍କୁ ଚିଠି ଲେଖିଲେ…
- June 1, 2025