ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ଶ୍ରୀଜିଉଙ୍କ ଆଜି ବନକଲାଗି ନୀତି ଥିବାରୁ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ବର୍ଷ ଆରମ୍ଭରୁ ଜଗତ ନିୟନ୍ତାଙ୍କୁ ଦେଖିବା ପାଇଁ ପୁରୀ ଶ୍ରୀମନ୍ଦିରରେ ଖୁବ୍ ଭିଡ଼ ପରିଲିକ୍ଷିତ ହେଉଛି । ନୂଆବର୍ଷରେ ସାଢେ ଚାରି ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ଜଗା ଦର୍ଶନ କରି ଫେରିଥିବା ସୂଚନା ମିଳିଛି ।

You can share this post!
author
Related Articles
ହଠାତ୍ ବାହାରିଲେ ନବୀନ
- June 7, 2025
ବଢୁଛି ଧର୍ମେନ୍ଦ୍ରଙ୍କ ଅଡୁଆ
- June 7, 2025