ଶିଳ୍ପକ୍ଷେତ୍ରରେ ଆହୁରି ଶସକ୍ତ ହେବ ଓଡିଶା । ଢେଙ୍କାନାଳ ଗଜମରାରେ ହେବ ପ୍ରକଳ୍ପ । ଓଡିଶାରେ ପ୍ରସ୍ତୁତ ହେବ ପ୍ରତିରକ୍ଷା ଓ ବିମାନର ଯନ୍ତ୍ରାଂଶ । ଏନେଇ କଲ୍ୟାଣୀ ଷ୍ଟିଲ୍ ସହ ଚୁକ୍ତି ସ୍ୱାକ୍ଷର କରିଛନ୍ତି ରାଜ୍ୟ ସରକାର । ଲୋକସେବା ଭବନର କନଭେନସନ୍ ହଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏମ୍ଓୟୁ ହୋଇଛି । ଏଥିପାଇଁ ୧୧ ଶହ ଏକର ଜମି ଚିହ୍ନଟ ହୋଇଛି । ଆସନ୍ତା ସେପ୍ଟେମ୍ବରରୁ ପ୍ରକଳ୍ପ କାମ ଆରମ୍ଭ ହେବ । ୨୪ ମାସ ମଧ୍ୟରେ ପ୍ରକଳ୍ପ ଶେଷ ହୋଇ ଉତ୍ପାଦନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖାଯାଇଛି ।

You can share this post!
author
Related Articles
ବିଧାୟକ ପ୍ରତିନିଧିଙ୍କ କଳା କାର୍ନାମା…!
- May 31, 2025
ଲେଖାଶ୍ରୀଙ୍କ ବାଣରେ ଘାଇଲା ପ୍ରଭାତୀ…!
- May 31, 2025
ଫେଲ୍ ମାରିଲା ମୋହନଙ୍କ ପ୍ଲାନ !
- May 31, 2025