କିଛି ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଗତକାଲି ରାଜ୍ୟର ୬ ସହରର ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଥିଲା । ପାରଳାଖେମୁଣ୍ଡିର ତାତି ସର୍ବାଧିକ ୩୭ ଡିଗ୍ରୀ ରହିଥିଲା । ଏହି ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ଆଜି ସକାଳୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇଛି । ଆଗାମୀ ୩ଦିନ ଯାଏଁ ବର୍ଷା ସମ୍ଭାବନା ଥିବାରୁ ଦିନର ତାପମାତ୍ରା ଆହୁରି କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୭ ଓ ୮ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।

You can share this post!
author
Related Articles
ବିଧାୟକ ପ୍ରତିନିଧିଙ୍କ କଳା କାର୍ନାମା…!
- May 31, 2025
ଲେଖାଶ୍ରୀଙ୍କ ବାଣରେ ଘାଇଲା ପ୍ରଭାତୀ…!
- May 31, 2025
ଫେଲ୍ ମାରିଲା ମୋହନଙ୍କ ପ୍ଲାନ !
- May 31, 2025