ଆଜି ହେଉଛି ପଶ୍ଚିମ ଓଡ଼ିଶାବାସୀର ମୁଖ୍ୟ ପର୍ବ ନୂଆଖାଇ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଶ୍ଚିମ ଓଡିଶାବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି । କହିଛନ୍ତି ନୂଆଁଖାଇ ପର୍ବ ସମସ୍ତଙ୍କୁ ମିଳିମିଶି କରି ରହିବାର ସନ୍ଦେଶ ଦେଉଛି ଏବଂ ଦେଶରେ ଭାଇଚାରା ବଢିଲେ ଆମର ବିକଶିତ ଭାରତର ମୂଳଦୂଆ ମଜବୁତ ହେବ । ମିଳିମିଶି କରି ରହିଲେ ହିଁ ପରିବାର, ସମାଜ ଏବଂ ଦେଶରେ ଭାଇଚାରା ବଢିବ । ଦେଶରେ ଭାଇଚାରା ବଢିଲେ ହିଁ ଆମର ବିକଶିତ ଭାରତର ମୂଳଦୁଆ ମଜବୁତ୍ ହେବ । ପ୍ରଧାନମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱ କାରଣରୁ ଭାରତ ବସୁଧୈବ କୁଟୁମ୍ବକମ୍ ନୀତିକୁ ପ୍ରଧାନ୍ୟ ଦେଇଛି । ନୂଆଁଖାଇ ପର୍ବ ସମସ୍ତଙ୍କୁ ମିଳିମିଶି କରି ରହିବାର ସନ୍ଦେଶ ଦେଉଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

You can share this post!
author
Related Articles
ବିବାଦର ପାଚେରୀ ଭିତରେ ମନମୋହନ ସାମଲ !
- June 6, 2025
ପ୍ରଭାତୀଙ୍କ ଗୁମର ଖୋଲିଲେ ସମୀର…
- June 6, 2025
ନିମାପଡାରେ ନବୀନଙ୍କୁ ଟେକିଲେ ସମୀର …
- June 6, 2025