#ganeshilal

ଓଡିଶା ଛାଡିବେ ପ୍ରଫେସର ଗଣେଶୀଲାଲ

ଆଜି ଓଡିଶାରୁ ବିଦାୟ ନେବେ ପ୍ରଫେସର ଗଣେଶୀଲାଲ । ଏହି ପରିପ୍ରେକ୍ଷୀରେ ଗୁରୁବାର ରାଜଭବନରେ ପହଞ୍ଚି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟପାଳ ଗଣେଶୀଲାଲଙ୍କୁ ସାକ୍ଷାତ କରିଛନ୍ତି ।…