ଅଭିନେତ୍ରୀ ତଥା ମଡେଲ ପୁନମ ପାଣ୍ଡେଙ୍କ ପରଲୋକ

ଅଭିନେତ୍ରୀ ତଥା ମଡେଲ ପୁନମ ପାଣ୍ଡେଙ୍କ ପରଲୋକ

ପୁନମ ପାଣ୍ଡେଙ୍କ ପରଲୋକ । ମଡେଲ ତଥା ଅଭିନେତ୍ରୀ ପୁନମ ପାଣ୍ଡେଙ୍କର ପରଲୋକ ହୋଇଛି । ତାଙ୍କୁ ସର୍ଭିକାଲ କ୍ୟାନସର ହୋଇଥିଲା । ଏହି ସୂଚନା ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଦିଆଯାଇଛି । ପୁନମ ପାଣ୍ଡେଙ୍କ ଦେହାନ୍ତ ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ପୁନମ ପାଣ୍ଡେଙ୍କ ମ୍ୟାନେଜର ଏହି ସୂଚନା ଦେଇଛନ୍ତି। ଫେବ୍ରୁଆରି ୧ ତାରିଖ ରାତିରେ ସର୍ଭିକାଲ୍ କ୍ୟାନସରରେ ପୀଡିତ ହୋଇ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ନିଜର ବୋଲ୍ଡ ଅନ୍ଦାଜ ପାଇଁ ଜଣାଶୁଣା ଥିଲେ ପୁନମ୍ । ଅନେକ ଥର ନିଜର ମନ୍ତବ୍ୟ ପାଇଁ ମଧ୍ୟ ବିବାଦ ଘେରକୁ ଆସିଥିଲେ । ପୁନମ ପାଣ୍ଡେ ଜଣେ ଲୋକପ୍ରିୟ ମଡେଲ ଥିଲେ ।

author

Related Articles

Leave a Reply

Your email address will not be published. Required fields are marked *