ଅଲଗା ହେବେ ଦୁଇ ଚର୍ଚ୍ଚିତ ଯୋଡି ବର୍ଷା ଅନୁଭବ

ଓଲିଉଡ ଇଣ୍ଡଷ୍ଟ୍ରିର ଚର୍ଚ୍ଚିତ ଯୋଡି ବର୍ଷା-ଅନୁଭବ । ଗତ କିଛି ବର୍ଷ ହେବ ଦୁହିଁଙ୍କ ବିବାହ ବିଚ୍ଛେଦ ମାମଲା କୋର୍ଟରେ ଲାଗି ରହିଥିଲା । ଏବେ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଅଲଗା ହେବେ ଦୁଇ ଚର୍ଚ୍ଚିତ ଯୋଡି । ବିବାହ ବିଚ୍ଛେଦ ମାମଲାରେ ଗୁରୁବାର ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି । କୋର୍ଟ ଅନୁଭବ-ବର୍ଷାଙ୍କ ବିବାହ ବିଚ୍ଛେଦକୁ ଅନୁମତି ଦେଇଛନ୍ତି କୋର୍ଟ ।

ତେବେ ଏହି ମାମଲାରେ ପୂର୍ବରୁ ବିବାହ ବିଚ୍ଛେଦ ଆବେଦନକୁ ଖାରଜ କରିଥିଲେ ତଳକୋର୍ଟ । ଏହାପରେ ତଳକୋର୍ଟର ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ଅନୁଭବ । ଆଉ ଏବେ ହାଇକୋର୍ଟ ଏହି ଆବେଦନକୁ ଗ୍ରହଣ କରିବା ସହିତ ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *