ଆଜିଠାରୁ ଆରମ୍ଭ ହେବ ମାଟ୍ରିକ୍ ଖାତା ମୂଲ୍ୟାୟନ…..

ଆଜିଠାରୁ ଆରମ୍ଭ ହେବ ମାଟ୍ରିକ୍ ଖାତା ମୂଲ୍ୟାୟନ…..

ଆଜିଠାରୁ ମାଟ୍ରିକ ପରୀକ୍ଷା ଖାତା ଦେଖା । ୫୫ କେନ୍ଦ୍ରରେ ହେବ ମୂଲ୍ୟାୟନ । ୧୪ ଦିନ ଭିତରେ ସରିବ ସବଜେକ୍ଟିଭ୍ ଉତ୍ତର ଖାତା ଦେଖା ।ମାଟ୍ରିକ୍ ସହ ମଧ୍ୟମା ଓ ଷ୍ଟେଟ୍ ଓପନ୍ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଖାତା ଦେଖା ମଧ୍ୟ ଆରମ୍ଭ ହେବ । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପୂରା ପ୍ରସ୍ତୁତି କରାଯାଇଛି । ମୋଟ ୫୫ଟି କେନ୍ଦ୍ରରେ ଖାତା ଦେଖା ହେବ । ଯେଉଁଥିରେ ନିୟୋଜିତ ହେବେ ୧୫ହଜାରରୁ ଅଧିକ ଶିକ୍ଷକ । ଖାତା ଦେଖା ଲାଗି ମୂଲ୍ୟାୟନ କେନ୍ଦ୍ରରେ ସର୍ବନିମ୍ନ ୯ଟି ୟୁନିଟ୍ ଏବଂ ସର୍ବାଧିକ ୧୩ଟି ୟୁନିଟ୍ ରହିଛି । ପ୍ରତି ୟୁନିଟରେ ୨୫ଜଣ ଶିକ୍ଷକଙ୍କୁ ଖାତା ଦେଖା ଲାଗି ନିୟୋଜିତ କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *