ଆଜିଠୁ ଆରମ୍ଭ ହେବ ଚଳିତ ବର୍ଷର ଆଇପିଏଲ….

ଆଜିଠୁ ଆରମ୍ଭ ହେବ ଚଳିତ ବର୍ଷର ଆଇପିଏଲ….

ରାତି ୮ଟାରେ ଫଟାଫଟ କ୍ରିକେଟର ରୋମାଞ୍ଚ ଦେଖିବାକୁ ମିଳିବ । ପ୍ରଥମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମୁହାଁମୁହିଁ ହେବେ । ମ୍ୟାଚ୍ ଚେନ୍ନାଇର ଏଏମ୍ ଚିଦାମ୍ବରମ୍ ଷ୍ଟାଡିୟମରେ ଖେଳାଯିବ ।ଏହା ସହିତ ସ୍ଲୋ ବୋଲରଙ୍କ ପାଇଁ ଏହି ପିଚ୍ ଉପଯୋଗୀ ହୋଇଥାଏ । ପିଚରେ ବଲ୍ ଅଧିକ ଟର୍ଣ୍ଣ କରିଥାଏ । ଫଳରେ ବ୍ୟାଟ୍ସମ୍ୟାନଙ୍କ ପାଇଁ ପିଚରେ ବଡ଼ ସଟ୍ ମାରିବା ସହଜ ହେବ ନାହିଁ ବୋଲି କୁହାଯାଉଛି । ତେବେ ଟସ୍ ଜିତିଥିବା ଦଳ ପ୍ରଥମେ ବୋଲିଂ କରିବା ବୁଦ୍ଧିମାନର କାର୍ଯ୍ୟ ହେବ ବୋଲି କୁହାଯାଉଛି । 

author

Related Articles

Leave a Reply

Your email address will not be published. Required fields are marked *