ଆଜି ଆସିପାରେ ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଆଜି ଆସିପାରେ ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଲୋକସଭା ନିର୍ବାଚନ ପାଇଁ ଆଜି ଆସିପାରେ ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହେବା ପରେ ଏବେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିଷ୍ପତ୍ତି ଚୂଡାନ୍ତ ହେବ । ପ୍ରାର୍ଥୀ ତାଲିକା ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନେବା ପାଇଁ ସୋମବାର ରାତିରେ ଦିଲ୍ଲୀରେ ବସିଥିଲା ବିଜେପିର କେନ୍ଦ୍ରୀୟ କମିଟି ବୈଠକ । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ । କେଉଁ ଆସନରୁ କାହାକୁ ମିଳିବ ଟିକେଟ ସେ ନେଇ ବୈଠକରେ ହୋଇଛି ଆଲୋଚନା ।

author

Related Articles

Leave a Reply

Your email address will not be published. Required fields are marked *