ଆଜି ନାମାଙ୍କନ ଭରିବେ ହେଭିୱେଟ ନେତା

ଆଜି ନାମାଙ୍କନ ଭରିବେ ହେଭିୱେଟ ନେତା

ପ୍ରାର୍ଥୀ ନାମ ଘୋଷଣା ହେବା ପରେ ଚାଲିଛି ହେଭିୱେଟ ମାନଙ୍କ ନାମାଙ୍କନ ଦାଖଲ ।  ମାଆ ସମଲେଇଙ୍କ ଦର୍ଶନ କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ୱଲପୁର ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବେ । ଏଥିପାଇଁ ବିଜେପି ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି । ସେହିପରି ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ମଧ୍ୟ ନାମାଙ୍କନ ଦାଖଲ କରିବେ । ଏହାସହ ପୁରୀ ଲୋକସଭା ଆସନରୁ ନାମାଙ୍କନ ଭରିବେ ଅରୂପ ପଟ୍ଟନାୟକ । ନାମାଙ୍କନ ବେଳେ ଶକ୍ତି ପଦର୍ଶନ ପାଇଁ ସବୁ ଦଳ ପ୍ରସ୍ତୁତି ଜୋରଦାର କରିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *