ଆଜି ଭୋଟ ଦେଉଛି ଓଡିଶା

ଆଜି ଭୋଟ ଦେଉଛି ଓଡିଶା

ରାଜ୍ୟରେ ଆରମ୍ଭ ହୋଇଯାଇଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଦେଉଛନ୍ତି ଓଡିଶାବାସୀ । ଓଡିଶାର 5 ସଂସଦୀୟ କ୍ଷେତ୍ର ସହ ଆଜି 35ଟି ବିଧାନସଭା ଆସନରେ ଭୋଟ ଗ୍ରହଣ ଚାଲିଛି । ସୂଚନା ଅନୁଯାୟୀ ସକାଳ ୯ଟା ସୁଦ୍ଧା ମୋଟ ୬.୯୯ ପ୍ରତିଶତ ଭୋଟ୍ ପଡିଛି । ଏହାସହ ଆସ୍କା ସଂସଦୀୟ କ୍ଷେତ୍ରରେ ୭.୬୨%, ବଲାଙ୍ଗୀରରେ ୫.୭୬% ଏବଂ କନ୍ଧମାଳରେ ୬.୭୯ % ମତଦାନ ହେଇଛି । ବରଗଡ ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୯.୩୨% ଭୋଟ୍ ପଡିଛି । ଏହାସହ ସୁନ୍ଦରଗଡ ସଂସଦୀୟ କ୍ଷେତ୍ରରେ ସକାଳ ୯ଟା ସୁଦ୍ଧା ୪.୮୯ ପ୍ରତିଶତ ମତଦାନ ହେଇଥିବା ନେଇ ସୂଚନା ମିଳିଛି ।

author

Related Articles

Leave a Reply

Your email address will not be published. Required fields are marked *