ଆଜି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଆଜି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଉତ୍ସବ ମୁଖର ଶ୍ରୀକ୍ଷେତ୍ର ପୁରୀ । ଆଜି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଅପରାହ୍ନ ୧:୧୫ ରୁ ୧:୩୦ ମଧ୍ୟରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ସାଢ଼େ ଗୋଟାଏରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ସଂପନ୍ନ ହେବ ତ୍ରିଦିନାତ୍ମକ ଯଜ୍ଞରେ ପୂର୍ଣ୍ଣାହୂତି। ହୋମ ଯଜ୍ଞ ସରିବା ପରେ ଅନ୍ତଃ ପ୍ରଦକ୍ଷିଣ ପଥରେ ଅଧଘଣ୍ଟା ଧରି ନାମ ସଂକୀର୍ତ୍ତନ ଶୋଭାଯାତ୍ରା ଚାଲିବ । ଏହା ଆଗରୁ ପଞ୍ଚକର୍ମ, ଶାଳା ପ୍ରବେଶ ଓ ନୂତନ ନିର୍ମାଣ ସ୍ଥଳରେ ସଂସ୍କାରିତ ଜଳ ସିଞ୍ଚନ ହୋଇଛି। ଚାରି ଦ୍ୱାରରେ ବେଦ ପାଠ ବି କରାଯାଇଛି। ଲୋକାର୍ପଣ ଉତ୍ସବ ପାଇଁ ସବୁ ପ୍ରସ୍ତୁତି ସରିଛି।

author

Related Articles

Leave a Reply

Your email address will not be published. Required fields are marked *