ଦ୍ୱନ୍ଦ୍ୱ ଭିତରେ ପୁଣି ବଢିଛି ରାଜ୍ୟରେ ମେଣ୍ଟ ଚର୍ଚ୍ଚା । ଦିଲ୍ଲୀରେ ଅଛନ୍ତି ରାଜ୍ୟ ବିଜେପିର ଶୀର୍ଷ ନେତୃତ୍ୱ । ଏହି ଚର୍ଚ୍ଚା ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସ ଭବନରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଧମେନ୍ଦ୍ରଙ୍କ ନୂଆ ଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ ମିଟିଂ ଜାରି ରହିଛି । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଧର୍ମେନ୍ଦ୍ରଙ୍କ ସହ ରାଜ୍ୟ ବିଜେପିର ବରିଷ୍ଠ ନେତା ସାମିଲ ଅଛନ୍ତି । ତେବେ ଆଜି ସନ୍ଧ୍ୟା ସୁଦ୍ଧା ମେଣ୍ଟକୁ ନେଇ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିପାରେ ବୋଲି କୁହାଯାଉଛି ।
You can share this post!
author