ସ୍ଵାଧୀନତାର ୭୭ ବର୍ଷ ପୂର୍ତ୍ତି ଉପଲକ୍ଷେ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ‘ହର ଘର ତିରଙ୍ଗା’ କାର୍ଯ୍ୟକ୍ରମ ଆଜି ଆନନ୍ଦପୁର ପୌରପାଳିକା ପକ୍ଷରୁ ତିରଙ୍ଗା ଶୋଭାଯାତ୍ରା କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇଯାଇଛି । ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଦେବବ୍ରତ ବଳଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆନନ୍ଦପୁର ପୌରପାଳିକା କାର୍ଯ୍ୟଳୟ ଠାରୁ ବ୍ରିଜଛକ ନିକଟସ୍ତ କଲ୍ୟାଣୀ ମଣ୍ଡପ ପର୍ଯ୍ୟନ୍ତ ଏକ ବିରାଟ ଶୋଭାଯାତ୍ରାରେ ନଗର ପରିକ୍ରମା କରିଥିବା ଦେଖିବାକୁ ମିଳିଛି l
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପୁଣି ବଦଳିଲା ବିଜେଡିର ରଣନୀତି
- September 28, 2024