ଆରପାରିରେ ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା

ଆରପାରିରେ ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା

ଚିର ନିଦ୍ରାରେ ସୁନାମ ଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ । ଓଡିଶାର ଜଣେ ଲୋକପ୍ରିୟ ଗାୟିକା ଭାବେ ସେ ବେଶ ଲୋକପ୍ରିୟ । ତାଙ୍କର ଅନେକ ଭଜନ ଲୋକଙ୍କ ହୃଦୟକୁ ଛୁଇଁଥିଲା ।  ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି, ତେବେ ଦୀର୍ଘ ଦିନ ଧରି ଅସୁସ୍ଥତା କାରଣରୁ ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ହେଲେ ଶେଷରେ ତାଙ୍କର ପରଲୋକ ଘଟିଛି । ଏନେଇ ତାଙ୍କ ସ୍ୱାମୀ ବସନ୍ତ ଛୋଟରାୟ ସୂଚନା ଦେଇଛନ୍ତି ।  ହେଲେ ଦୀର୍ଘ ଦିନ ହେଲା ସେ ଗଳା କର୍କଟରେ ଆକ୍ରାନ୍ତ ହେଇ ଚିକିତ୍ସିତ ହେଉଥିଲେ । ହେଲେ ସୋମବାର ତାଙ୍କର ଦେହାନ୍ତ ଘଟିଛି ।

author

Related Articles

Leave a Reply

Your email address will not be published. Required fields are marked *