ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ଜୋରନ୍ଦା ମେଳା

ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ଜୋରନ୍ଦା ମେଳା

ଆରମ୍ଭ ହୋଇଯାଇଛି ବିଶ୍ୱପ୍ରସିଦ୍ଧ ଜୋରନ୍ଦା ମେଳା । ଆଜି ବିଶ୍ୱର ସମସ୍ତଙ୍କ ମଙ୍ଗଳକାମନା କରି ମହିମା ସନ୍ନ୍ୟାସୀମାନେ ଝାଡଦୀପ ପ୍ରଜ୍ୱଳନ କରାଯିବ । ଯୋରନ୍ଦା ମେଳା ପାଇଁ ଓଡ଼ିଶା ସମେତ ଛତିଶଗଡ଼, ଝାଡଖଣ୍ଡ, ବିହାର, ଆନ୍ଧ୍ରପ୍ରଦେଶ, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗ ଆଦି ଅଞ୍ଚଳରୁ ୨୦ ହଜାରରୁ ଅଧିକ ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଚଳିତ ବର୍ଷ ଯୋରନ୍ଦା ମେଳାକୁ ୧୫୧ ବର୍ଷ ପୁରିଛି ମହିମା ଧର୍ମର ରୀତିନୀତି ଅନୁସାରେ ଚଳିତ ବର୍ଷ ୧୫୧ ତମ ପ୍ରଭୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯିବ ।

author

Related Articles

Leave a Reply

Your email address will not be published. Required fields are marked *