ଆସନ୍ତା ଫେବୃଆରୀ ୨୦ ରୁ ମାଟ୍ରିକ ପରୀକ୍ଷା

ଆସନ୍ତା ଫେବୃଆରୀ ୨୦ ରୁ ମାଟ୍ରିକ ପରୀକ୍ଷା

ଆସନ୍ତା ଫେବୃଆରୀ ୨୦ ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା । ମୋଟ ୨୯୯୧ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୫୧ ହଜାର ୬୧୧ ପିଲା ଆଜି ଏକ ସାମ୍ବାଦୀକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ । ମାର୍ଚ୍ଚ ୧୫ ତାରିଖରୁ ଖାତା ଦେଖା ଆରମ୍ଭ ହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି । ୨୦ରେ ଓଡ଼ିଆ ପରୀକ୍ଷା ଥିବା ବେଳେ ୨୩ରେ ଇଂରାଜୀ, ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ବିଜ୍ଞାନ ଓ ୪ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ।

author

Related Articles

Leave a Reply

Your email address will not be published. Required fields are marked *